ମହାପ୍ରଭୁଙ୍କ ନାଁରେ ସାଇବର ଠକେଇ
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନାଁରେ ଚାଲିଛି ମହା ଠକେଇ।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନାଁରେ ଚାଲିଛି ମହା ଠକେଇ। ମୋବାଇଲ୍ ଆପ୍ ଜରିଆରେ ମହାପ୍ରଭୁଙ୍କ ପାଖରେ ଅନଲାଇନ୍ ପୂଜା କରିବା ପାଇଁ ମାସିକିଆ ଚାନ୍ଦା ଆଦାୟ କରୁଛି 'ଉତ୍ସବ' ନାମକ ଏକ ଅନଲାଇନ୍ ପ୍ଲାଟଫର୍ମ । ଏବେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ଚାଲିଥିବା ବେଳେ ଏହି ସମୟରେ ରଥରେ ଭୋଗ ଲଗାଇବା ପାଇଁ ଭକ୍ତଙ୍କଠାରୁ କାଳେ ଏହି ସଂସ୍ଥା ୪୫୦୦ ଟଙ୍କା ଦାବି କରୁଛି।