ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ
ଏଥିରେ ଆସନ୍ତା ୧୪ ତାରିଖରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାକୁ ଥିବା କାର୍ତ୍ତିକ ମାସର ବାଳଧୂପ ନୀତି ନିର୍ଘଣ୍ଟ ଅନୁମୋଦନ ହେବ

ଶ୍ରୀମନ୍ଦିରରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ନେଇ ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଛତିଶା ନିଯୋଗର ବୈଠକ ଅନୁଷ୍ଠିତ ହେବ । ଏଥିରେ ଆସନ୍ତା ୧୪ ତାରିଖରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାକୁ ଥିବା କାର୍ତ୍ତିକ ମାସର ବାଳଧୂପ ନୀତି ନିର୍ଘଣ୍ଟ ଅନୁମୋଦନ ହେବ ।