ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ପଦ ଛାଡ଼ିଲେ ସୁବ୍ରତ ବାଗଚୀ
ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ପଦ ଛାଡ଼ିଲେ ସୁବ୍ରତ ବାଗଚୀ, ଅଳକା ଅରୋରା ମିଶ୍ର ହେଲେ ନୂଆ ମୁଖ୍ୟ

ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସଡିଏ) ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗଚୀ ଆଜି ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ଦକ୍ଷତା ବିକାଶ ପ୍ରାଧିକରଣର ନୂଆ ଅଧ୍ୟକ୍ଷ ଭାବେ ଅଳକା ଅରୋରା ମିଶ୍ର ନିଯୁକ୍ତି ପାଇଛନ୍ତି । । ପଦ ଛାଡିବା ନେଇ ଟୁଟ ଯୋଗେ ସୁବ୍ରତ ବାଗ୍ଚିଙ୍କ ସୂଚନା । ବ୍ୟକ୍ତିଗତ କାରଣ ପାଇଁ ପଦ ଛାଡୁଥିବା ଜଣାଇଲେ ସୁବ୍ରତ । ବିଶ୍ୱାସକୁ ନେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନଙ୍କୁ କୃତଜ୍ଞତା ଜଣାଇଲେ । ଓଡିଶା ଦକ୍ଷତା ବିକାଶ ଅଧ୍ୟକ୍ଷ ଭାବେ ୭ବର୍ଷ ରହିଥିଲେ ସୁବ୍ରତ ।