Tag: Jagannatha temple
ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏସ୍ଓପି ଅନୁସାରେ ଏହି ସର୍ଭେ କରାଯିବ ।
ରତ୍ନଭଣ୍ଡାର ଭିତରେ ସୁଡ଼ଙ୍ଗ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ
ପ୍ରାଥମିକ ପ୍ରକ୍ରିୟାରେ ପ୍ରଥମେ ରତ୍ନଭଣ୍ଡାର ମରାମତି କରାଯିବ। ମରାମତି ପରେ ଗଣତି ମଣତି ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।
ରତ୍ନଭଣ୍ଡାରକୁ ଜଗିଛନ୍ତି କି ଲୋକନାଥ ଆସନ୍ତୁ ଜାଣିବା
୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ପ୍ରଥମେ ଏକ ବୈଠକ ବସିବ।ପରେ କମିଟି ସଦସ୍ୟ ଭିତରକୁ ଯିବେ ।