Tag: manmath routray
ଶଙ୍ଖ ଫୁଙ୍କିଲେ ସୁରଙ୍କ ସାନପୁଅ ମନ୍ମଥ
ବିଜେଡିରେ ସାମିଲ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ
କଂଗ୍ରେସରୁ ନିଲମ୍ବନ ପରେ ପ୍ରତିକ୍ରିୟା ରଖିଛନ୍ତି ମନ୍ମଥ ରାଉତରାୟ
ମନ୍ମଥ କହିଛନ୍ତି, କଂଗ୍ରେସରେ ମୁଁ ସଦସ୍ୟ ନଥିଲି, ନିଲମ୍ବନ କଣ ହେବି?
ମନ୍ମଥଙ୍କୁ ନିଲମ୍ବନ, ସୁରଙ୍କ ପ୍ରତିକ୍ରିୟା
ମନ୍ମଥ ରାଉତରାୟଙ୍କ ସସପେଣ୍ଡକୁ ନେଇ ପ୍ରତିକ୍ରିୟା ରଖିଲେ ଜଟଣୀ ବିଧାୟକ ସୁର ରାଉତରାୟ
ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ କଂଗ୍ରେସରୁ ନିଲମ୍ବିତ
ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କୁ କଂଗ୍ରେସରୁ ନିଲମ୍ବିତ କରାଯାଇଛି