Tag: Odisha government
ରାଜ୍ୟ ସରକାରଙ୍କ ବଡ଼ ସୂଚନା
ବର୍ତ୍ତମାନ E-KYC ପ୍ରକ୍ରିୟା ଜାରି ରହିଥିବାଳ ବେଳେ ଧରାପଡିଯାଇଛନ୍ତି ଅଯୋଗ୍ୟ ହିତାଧିକାରୀ।
ବଦଳିବ ସରକାରୀ କୋଠାରୀର ରଙ୍ଗ
ପୂର୍ତ୍ତ ବିଭାଗର ପ୍ରମୁଖ ଇଞ୍ଜିନିୟର ତଥା ସ୍ୱତନ୍ତ୍ର ସଚିବ ଏନେଇ ସମସ୍ତ ମୁଖ୍ୟ ଇଞ୍ଜିନିୟରମାନଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି।
ଦୁଇଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ
ଏହା ବୁଧବାରଠାରୁ ଆରମ୍ଭ ହୋଇ ଦୁଇ ଦିନ ପର୍ଯ୍ୟନ୍ତ ଚାଲିବ । ଏହି କାରଣରୁ ଗଭୀର ସମୁଦ୍ରରେ ଇଣ୍ଡିଆନ ନ୍ୟାଭି ଓ କୋଷ୍ଟଗାର୍ଡ ପଇଁତରା ମାରୁଛନ୍ତି ।
ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ ଯାଞ୍ଚ ହେବ
ଆନ୍ଧ୍ରପ୍ରଦେଶର ତିରୁପତି ବାଲାଜୀ ମନ୍ଦିର ଲଡୁ ଅପମିଶ୍ରିତ ଘିଅରେ ତିଆରି ହେଉଥିବା ବିବାଦ ସାମ୍ନାକୁ ଆସିବା ପରେ ସତର୍କ ହୋଇଛନ୍ତି ଓଡ଼ିଶା ସରକାର