Tag: Pruthiraj harichandan

State

ରାଜ୍ୟରେ ପ୍ରତିଷ୍ଠା ହେବ ମହିଳା କୋର୍ଟ: ଆଇନମନ୍ତ୍ରୀ

ରାଜ୍ୟରେ ଦିନକୁ ଦିନ ଦୁଷ୍କର୍ମ ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ୟାତନା କରାଯାଉଥିବାର ଘଟଣା ନଜରକୁ ଆସୁଛି

State

ପରିବାରର ଥଇଥାନ ନିୟମକୁ ନେଇ ବଡ଼ ନିଷ୍ପତ୍ତି

ସରକାରୀ ଚାକିରିଆଙ୍କ ପରିବାରର ଥଇଥାନ ନେଇ ବଡ଼ ଘୋଷଣା

State

ଲୋକଙ୍କ ଘର ଦ୍ବାରରେ ପହଞ୍ଚିବ ନ୍ୟାୟ ବ୍ୟବସ୍ଥା: ଆଇନ ମନ୍ତ୍ରୀ

ଲୋକଙ୍କ ଘର ଦ୍ବାରରେ ନ୍ୟାୟ ବ୍ୟବସ୍ଥା ପହଞ୍ଚିବ

State

ବାରରେ ନୃତ୍ୟକୁ ନା, ନିୟମ ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ:...

ବାରରେ କେବଳ ଗୀତ ଗାଇବା ଓ ବାଜିବାକୁ ଅନୁମତି ଦିଆଯାଇଛି। ମାତ୍ର ନୃତ୍ୟକୁ ସଂପୂର୍ଣ୍ଣ ନିଷିଦ୍ଧ କରାଯାଇଛି

State

ଆସିବ 'ଦେବାଳୟ ଯୋଜନା' - ଆଇନ ମନ୍ତ୍ରୀ

ପୂର୍ବ ସରକାରରେ ଅବଢ଼ା ଯୋଜନା ନାଁରେ କେବଳ ମରାମତି କଥା ଥିଲା ।

State

ଅକ୍ଟୋବର ୫ ସୁଦ୍ଧା ସବୁ ସହରର ରାସ୍ତା ମରାମତି କାମ ସରିବ

ଅକ୍ଟୋବର ୫ ତାରିଖ ସୁଦ୍ଧା ଦ୍ୱୈତ ନଗରୀ ସମେତ ରାଜ୍ୟର ସବୁ ସହରରେ ସରିବ ରାସ୍ତା ମରାମତି କାମ

State

ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ

ଅତୀତରେ ମୋଗଲ ଆକ୍ରମଣ ହେଉଥିଲା ସେ ସମୟର କିଛି ଜନିଷ କିଛି ଅଳଙ୍କାର ଚଟାଣ ତଳେ ଥାଇପାରେ।