Tag: Quit bjd
ବିଜେଡି ଗୁମର ଖୋଲିଦେଲେ ମମତା
ବିଜେଡିକୁ ଗୋଟିଏ ପରେ ଗୋଟେ ଝଟକା ଲାଗୁଛି। ପୂର୍ବତନ ବିଜେଡି ନେତ୍ରୀ ମମତା ମହାନ୍ତ କିଛିଦିନ ତଳେ ରାଜ୍ୟ ସଭାରୁ ଇସ୍ତଫା ଦେଇ ଭାଜପାରେ ଯୋଗଦେଇଥିଲେ
ବିଜେପିରେ ଯୋଗଦେଲେ ମମତା ମହାନ୍ତ
ବୁଧବାର ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିବା ମମତା ମହାନ୍ତ ଆଜି ବିଜେପିରେ ଯୋଗଦେଇଛନ୍ତି।
ରାଜ୍ୟସଭା ଓ ବିଜେଡିକୁ ବାଏ ବାଏ କଲେ ମମତା ମହନ୍ତ
ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି
ବିଜେଡି ଛାଡ଼ିଲେ ଦେବାଶିଷ ନାୟକ
ବିଜେଡିରୁ ରବିବାର ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି।