Tag: sripada nayak

Paradip

ଆଗାମୀ ବର୍ଷକ ମଧ୍ୟରେ ପାରାଦୀପ ଦେଶର ଏକ ନମ୍ବର ବନ୍ଦର ହେବ

ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ପୋର୍ଟ, ସିପିଂ, ୱାଟର ୱେଜ୍ ଏବଂ ପର୍ଯ୍ୟଟନ ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାୟକ ରାଜ୍ୟ ସରକାରଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି।