Tag: #weather update
ନିଆଁ ବର୍ଷା: ବିଶ୍ବର ୧୦ ଉତ୍ତପ୍ତ ସହର ମଧ୍ୟରେ ବାରିପଦା, ବାଲେଶ୍ବର,...
ସକାଳୁ ସକାଳୁ ଆକାଶରୁ ନିଆଁ ବର୍ଷା ହୋଇଥିଲା। ସାଢ଼େ ୮ଟା ବେଳକୁ ବାରିପଦା ସହରର ପାରଦ ୩୮ ଡିଗ୍ରି ଡେଇଁଯାଇଥିଲା
ସାଢ଼େ ୧୧ଟାରେ ୪୧ ଡିଗ୍ରୀ ଟପିଲା ପାରଦ; ଟ୍ୱିନ୍ ସିଟିକୁ ରେଡ୍ ଆଲର୍ଟ
କଲବଲ କରୁଛି ପ୍ରଚଣ୍ଡ ଖରାର କୋପ। ତତଲା କଡ଼େଇରେ ସିଝି ତ୍ରାହି ତ୍ରାହି ଡାକୁଛନ୍ତି ରାଜ୍ୟବାସୀ
ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମଲହରି, ହିଟୱେଭ୍ ନେଇ ରେଡ୍ ୱାର୍ଣ୍ଣିଂ...
ଆଜିଠୁ ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମଲହରି
ଗ୍ରୀଷ୍ମ ପ୍ରବାହରୁ ନିସ୍ତାର ନାହିଁ; ଶୁକ୍ର ଓ ଶନିବାର ଅସମ୍ଭାଳ...
ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାର ଜାରି ରହିଛି। ଯେଉଁଥିପାଇଁ ପୂରା ରାଜ୍ୟ ଆଉଟୁପାଉଟୁ ହେଉଛି। ତେବେ ଆଗାମୀ ଶୁକ୍ରବାର ଓ ଶନିବାର ସ୍ଥିତି ଆହୁରି ଭୟଙ୍କର ହେବ
ଆଗାମୀ ୫ ଦିନ ଯାଏଁ ଗ୍ରୀଷ୍ମ ପ୍ରବାହ
ତାତିରୁ ନାହିଁ ନିସ୍ତାର । ଆଗାମୀ ୫ ଦିନ ପର୍ଯ୍ୟନ୍ତ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର
ରାଜ୍ୟରେ ଆହୁରି ୩ ଦିନ ବର୍ଷା ସମ୍ଭାବନା
ରାଜ୍ୟରେ ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
୧୦ ଡିଗ୍ରୀ ସେଲସିୟସ ତଳେ ରାଜ୍ୟର ୧୦ ସହର
ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ହୋଇଛି। ୬.୫ ଡିଗ୍ରୀ ସହ ସେଲସିୟସ ଜି. ଉଦୟଗିରି ସବୁଠୁ ଥଣ୍ଡା ସହର ହୋଇଛି।
ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର
ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର। ୨୪ ଘଣ୍ଟାରେ ମଧ୍ୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବ।
ଲଘୁଚାପ ପ୍ରଭାବ : ରାଜ୍ୟରେ ୨ଟି ସ୍ଥାନରେ ଅତି ପ୍ରବଳ ଓ ୧୯ଟି ସ୍ଥାନରେ...
ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଗତକାଲିଠାରୁ ବିଭିନ୍ନ ଜିଲ୍ଲାରେ ବର୍ଷା ହେଉଛି
୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା
ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି
ଆସନ୍ତା ୧୨ରେ ଆଉ ଏକ ଘୂର୍ଣ୍ଣିବଳୟ
ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି
ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବଢିବ ବର୍ଷା
ଆଗାମୀ ୨ଦିନ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି। ୭ତାରିଖରେ ଯାଏ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି
ପ୍ରବଳ ବର୍ଷା, ଟ୍ୱିନ ସିଟିକୁ ସତର୍କତା ଜାରି
ପ୍ରବଳ ବର୍ଷା ପାଇଁ ଟ୍ୱିନ ସିଟିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି