ପ୍ରକାଶ ପାଇଲା ଆଇଏଏସ ରେଜଲ୍ଟ

ୟୁପିଏସି  ପକ୍ଷରୁ ପରିଚାଳିତ ସିଭିଲ୍‌ ସର୍ଭିସ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି ।

ପ୍ରକାଶ ପାଇଲା ଆଇଏଏସ ରେଜଲ୍ଟ

ପ୍ରକାଶ ପାଇଲା ୨୦୨୨ ଆଇଏଏସ ରଜଲ୍ଟ   । ୟୁପିଏସି  ପକ୍ଷରୁ ପରିଚାଳିତ ସିଭିଲ୍‌ ସର୍ଭିସ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି ।  ମୋଟ ୯୩୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ମେରିଟ ଲିଷ୍ଟରେ ଇଶିତା କିଶୋର ୨୦୨୨ ବର୍ଷ ପାଇଁ ଟପ୍ପର ବିବେଚିତ ହୋଇଛନ୍ତି । ପ୍ରଥମ ଚାରିଟି ସ୍ଥାନରେ ମହିଳା ପ୍ରାର୍ଥୀମାନେ ରହିଛନ୍ତି । ଦ୍ୱିତୀୟ ସ୍ଥାନରେ ଗରିମା ଲୋହିଆ, ତୃତୀୟ ସ୍ଥାନରେ ଉମା ହାରାଥୀ ଏନ ଓ ଚତୁର୍ଥ ସ୍ଥାନରେ ସ୍ମୃତି ମିଶ୍ର ରହିଛନ୍ତି ।