ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ
ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ କାର୍ଯ୍ୟାଳୟରେ ଭିଜିଲାନ୍ସର ଚଢ଼ାଉ

ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ କାର୍ଯ୍ୟାଳୟରେ ଭିଜିଲାନ୍ସର ଚଢ଼ାଉ । ୨୫୦୦୦ଟଙ୍କା ଲାଞ୍ଚ ନେଉଥିବା ବେଳେ କନିଷ୍ଠ ଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକଙ୍କୁ ଧରିଲା ଭିଜିଲାନ୍ସ। ଏକ ସ୍ମଶାନ ଗୃହ ବିଲ କରାଇବା ପାଇଁ ପ୍ରତାପ କାଣ୍ଡିଙ୍କଠୁ ଲାଞ୍ଚ ନେଉଥିବା ଅଭିଯୋଗ ।
ଲାଞ୍ଚ ନେବାବେଳେ ରେଡ୍ ହ୍ୟାଣ୍ଡରେ ଧରିଛି ଭିଜିଲାନ୍ସ ।