ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ ।

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ପ୍ରଭାବରେ ୮ ତାରିଖ ସୁଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରେ ଏହା ଘନୀଭୂତ ହୋଇବାତ୍ୟାରେ ପରିଣତ ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଏହାର ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ ।