ଆଜିର ରାଶିଫଳ
ଅଦ୍ୟ ଅପ୍ରେଲ ମାସ ୨୮ ତାରିଖ ୨୦୨୩ ମସିହା(ଶୁକ୍ରବାର)*

*ମହାବୀର ପଞ୍ଜିକା*
*✧══════════✧*
*ଅଦ୍ୟ ଅପ୍ରେଲ ମାସ ୨୮ ତାରିଖ ୨୦୨୩ ମସିହା(ଶୁକ୍ରବାର)*
*ଶକାବ୍ଦ -୧୯୪୪*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-ଅନଳ*
*ବୈଶାଖ ମାସ-ଶୁକ୍ଳପକ୍ଷ*
*ତିଥି- ଅଷ୍ଟମୀ ଦିବା ଘ୦୪/୦୧ ପର୍ୟ୍ୟନ୍ତ ତଦନ୍ତେ ନବମୀ*
*ନକ୍ଷତ୍ର- ପୂଷ୍ୟା ଦିବା ଘ୧୦/୩୩ ପର୍ୟ୍ୟନ୍ତ ତଦନ୍ତେ ଅଶ୍ଳେଷା*
*ଚନ୍ଦ୍ର-କର୍କଟ*
*ଯୋଗ- ଶୂଳ*
*କରଣ - ବବ*
*ସୌରମାସ- ମେଷ ୧୫ ଦିନ*
*✧══════════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୨୪/୨୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୪/୫୯*
*═════•
*ଯୋଗିନୀ ଐଶାନ୍ୟେ ଦିବା ଘ୦୪/୦୧ ପର୍ୟ୍ୟନ୍ତ ତଦନ୍ତେ ପୂର୍ବେ*
*ବିଛା ,ଧନୁ ଓ ମୀନ ରାଶିର ଘାତବାର*
*ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧════════
*କାଳବେଳା ଓ ବାରବେଳା - ଦିବା ଘ୦୮/୩୨ ଗତେ ଘ୧୧/୪୩ ମଧ୍ୟେ*
═══
*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୬/୫୮ ମଧ୍ୟେ ଓ ଘ୧୨/୪୩ ଗତେ ଘ୦୨/୧୦ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୧୦/୫୫ ଗତେ ଘ୧୧/୪୫ ମଧ୍ୟେ*
═✧*═══════✧
*ଅଦ୍ୟ ନଡ଼ିଆ ଦିବା ଘ୦୪/୦୧ ଗତେ ଲାଉ ଭକ୍ଷଣ ନିଷେଧ*
*═ *═══════
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧══════════✧*
*ଆଜିର ରାଶିଫଳ*
*✧══════════✧*
*ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।*
*✧══════════✧*
*ବୃଷ –ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।*
*✧══════════✧*
*ମିଥୁନ-ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।*
*✧══════════✧*
*କର୍କଟ–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।*
*✧══════════✧*
*ସିଂହ– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।*
*✧══════════✧*
*କନ୍ୟା– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।*
*✧══════════✧*
*ତୁଳା–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।*
*✧══════════✧*
*ବିଛା–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।*
*✧══════════✧*
*ଧନୁ– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।*
*✧══════════✧*
*ମକର– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।*
*✧══════════✧*
*କୁମ୍ଭ–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।*
*✧══════════✧*
*ମୀନ–ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।*
*✧══════════✧*