ଆଜିର ରାଶିଫଳ, ଜାନୁଆରୀ ମାସ ୨୦ ତାରିଖ ୨୦୨୩ ମସିହା(ଶୁକ୍ରବାର) ମହାବୀର ପଞ୍ଜିକା

ମହାବୀର ପଞ୍ଜିକା
✧═════•❁❀❁•═════✧
ଅଦ୍ୟ ଜାନୁଆରୀ ମାସ ୨୦ ତାରିଖ ୨୦୨୩ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ମାଘମାସ-କୃଷ୍ଣପକ୍ଷ
ତିଥି- ତ୍ରୟୋଦଶୀ ଦିବା ଘ୦୯/୪୭ ଗତେ ଚତୁର୍ଦ୍ଦଶୀ
ନକ୍ଷତ୍ର-ମୂଳା ଦିବା ୦୧/୦୫ ଗତେ ପର୍ବାଷାଢ଼ା
ଚନ୍ଦ୍ର-ଧନୁ
ଯୋଗ- ବ୍ୟାଘାତ
କରଣ - ବାଣିଜ୍ୟ
ସୌରମାସ- ମକର ୦୭ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୮/୫୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୮/୦୯
*✧═════•❁❀
ଯୋଗିନୀ ଦକ୍ଷିଣେ ଦିବା ଘ୦୯/୪୭ ଗତେ ପଶ୍ଚିମେ
ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶିର ଘାତବାର
ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା - ଦିବା ଘ୦୯/୧୨ ଗତେ ଘ୧୧/୫୬ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୮/୦୪ ମଧ୍ୟେ ଓ ୦୮/୫୨ଗତେ ଘ୦୯/୧୧ ମଧ୍ୟେ ଓ ଘ୦୩/୦୪ ଗତେ ଘ୦୩/୫୨ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ୦୩/୫୩ଗତେ ଘ୦୫/୨୯ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ବାଇଗଣ ଦିବା ଘ୦୯/୪୭ ଗତେ ବିରି ଭକ୍ଷଣ ନିଷେଧ
═✧══•❁❀❁•═════✧
ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
✧═════•❁❀❁•═════✧