କର୍ମକ୍ଷେତ୍ରରେ ଉଲ୍ଲେଖନୟ ସଫଳତା ପାଇଁ ରାଜ୍ୟର ୩୪ ଜଣ ପୋଲିସଙ୍କୁ ସମ୍ମାନିତ
କର୍ମକ୍ଷେତ୍ରରେ ଉଲ୍ଲେଖନୟ ସଫଳତା ପାଇଁ ରାଜ୍ୟର ୩୪ ଜଣ ପୋଲିସଙ୍କୁ ସମ୍ମାନିତ କରାଯାଇଛି।
କର୍ମକ୍ଷେତ୍ରରେ ଉଲ୍ଲେଖନୟ ସଫଳତା ପାଇଁ ରାଜ୍ୟର ୩୪ ପୋଲିସ ସମ୍ମାନିତ।
୭ଟି କାଟାଗୋରୀରେ ୨୦ ଜଣଙ୍କୁ ରାଜ୍ୟପାଳ ମେଡାଲ ମଧ୍ୟ ପ୍ରଦାନ । ରାଜ୍ୟର ୩୪ ପୋଲିସ ସମ୍ମାନିତ।
ଚନ୍ଦକା SOGର ୨ ଜଣ କମାଣ୍ଡୋଙ୍କୁ ସାହାସିକତା ପୁରସ୍କାର ଦେଲେ ସରକାର। SOG କମାଣ୍ଡୋ କୁମାର କର୍ମି ଓ ପୀତବାସ ପାଣ୍ଡେଙ୍କୁ ପୁରସ୍କୃତ କରାଯାଇଛି। ଟ୍ୱିନ୍ସିଟି କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରାଷ୍ଟ୍ରପତି ପୋଲିସ ମେଡାଲ ଦେଇ ସମ୍ମାନିତ କରାଯାଇଛି। ଅନ୍ୟପଟେ ସିକ୍ୟୁରିଟି ୱିଙ୍ଗ ଏସ୍ପି ସରୋଜ ମହାପାତ୍ରଙ୍କୁ ରାଷ୍ଟ୍ରପତି ପୋଲିସ ମେଡାଲ ମଧ୍ୟ ଦିଆଯାଇଛି। ଉଲ୍ଲେଖନୀୟ ସେବା ପାଇଁ ୧୦ ଜଣ ପୋଲିସ କର୍ମଚାରୀଙ୍କୁ ପୁରସ୍କୃତ କରାଯାଇଛି। ୭ଟି କାଟାଗୋରୀରେ ୨୦ ଜଣଙ୍କୁ ରାଜ୍ୟପାଳ ମେଡାଲ ମଧ୍ୟ ପ୍ରଦାନ ।