ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବାରିପଦାରେ ଥିବା ବାସଗୃହର ବିକାଶ ପାଇଁ #5T ସଚିବ ଶ୍ରୀ ଭିକେ ପାଣ୍ଡିଆନ ସାନ୍ତାଳ ସମ୍ପ୍ରଦାୟର ଲୋକମାନଙ୍କ ସହ ଆଲୋଚନା କରିଛନ୍ତି।
ଏନେଇ ରୂପାନ୍ତରଣ ପ୍ରସ୍ତାବ ସରକାରଙ୍କ ନିକଟରେ ଉପସ୍ଥାପନ କରାଯିବ ବୋଲି କହି ୧ ମାସ ମଧ୍ୟରେ ଯୋଜନା ପ୍ରସ୍ତୁତ କରିବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।