ପାରା ଏସୀୟ କ୍ରୀଡ଼ାରେ ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କୁ ସ୍ୱର୍ଣ୍ଣ

ପାରା ଏସୀୟ କ୍ରୀଡ଼ାରେ ପ୍ରମୋଦ ଭଗତଙ୍କୁ ସ୍ୱର୍ଣ୍ଣ ।

ପାରା ଏସୀୟ କ୍ରୀଡ଼ାରେ ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କୁ ସ୍ୱର୍ଣ୍ଣ

ପାରା ଏସୀୟ କ୍ରୀଡ଼ାରେ ପ୍ରମୋଦ ଭଗତଙ୍କୁ ସ୍ୱର୍ଣ୍ଣ । ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ସ୍ୱର୍ଣ୍ଣ ପଦକ ଜିତିଲେ ପ୍ରମୋଦ ଭଗତ । ଆମରି ଦେଶର ନିତେଶ କୁମାରଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ପ୍ରେମୋଦ ।

ଫାଇନାଲରେ ୨୨-୨୦, ୧୮-୨୧, ୨୧-୧୯ରେ ଜିତିଲେ । ୨୦୧୮ ପାରା ଏସୀୟ କ୍ରୀଡ଼ାରେ ବି ସ୍ୱର୍ଣ୍ଣଜିତିଥିଲେ ପ୍ରମୋଦ ।

ଚାଇନାର ହାଙ୍ଗଜୋରେ ଚାଲିଥିବା ଏସୀୟ ପାରା ଗେମ୍ସ 2023 ରେ ପୁରୁଷ SL3 ବର୍ଗରେ ଭାଗବତ ସାଥୀ ଖେଳାଳି ଆମ ଦେଶର ନୀତୀଶ କୁମାରଙ୍କୁ 22-20, 18-21, 21-19 ରେ ପରାସ୍ତ କରିବା ପରେ ଭାରତୀୟ ପାରା-ସଟଲର ପ୍ରମୋଦ ଭାଗବତ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ।